ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଦେଶବାସୀଙ୍କୁ ରକ୍ଷା ବନ୍ଧନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 09 AUG 2025 8:19AM by PIB Bhubaneswar

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମସ୍ତ ଦେଶବାସୀଙ୍କୁ ପବିତ୍ର ରକ୍ଷା ବନ୍ଧନ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି;

“ସମସ୍ତ ଦେଶବାସୀଙ୍କୁ ରକ୍ଷା ବନ୍ଧନର ଅନେକ ଶୁଭକାମନା ।”

 

SR


(रिलीज़ आईडी: 2154728) आगंतुक पटल : 22
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam