ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଦେଶବାସୀଙ୍କୁ ପବିତ୍ର ଜନ୍ମାଷ୍ଟମୀର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 16 AUG 2025 8:55AM by PIB Bhubaneswar

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପବିତ୍ର କୃଷ୍ଣ ଜନ୍ମାଷ୍ଟମୀ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି

ଏକ୍ସରେ ଏକ ପୋଷ୍ଟରେ ସେ ଲେଖିଛନ୍ତି;

ସମସ୍ତ ଦେଶବାସୀଙ୍କୁ ପବିତ୍ର ଜନ୍ମାଷ୍ଟମୀର ଅନେକ ଶୁଭକାମନା ଆସ୍ଥା, ଆନନ୍ଦ ଏବଂ ଉତ୍ସାହର ଏହି ପବିତ୍ର ପର୍ବ ସମସ୍ତଙ୍କ ଜୀବନରେ ନୂତନ ଉର୍ଜା ଏବଂ ଉତ୍ସାହ ଭରି ଦେଉ ଜୟ ଶ୍ରୀ କୃଷ୍ଣ!”

 

SR


(रिलीज़ आईडी: 2157147) आगंतुक पटल : 44
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Assamese , Manipuri , Bengali , Punjabi , Gujarati , Tamil , Telugu , Kannada , Malayalam