ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
18 AUG 2025 12:23PM by PIB Bhubaneshwar
ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଡକ୍ଟର ମୋହନ ଯାଦବ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ହ୍ୟାଣ୍ଡେଲ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;
“ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଡକ୍ଟର ମୋହନ ଯାଦବ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
@CMMadhyaPradesh”
SR
(ରିଲିଜ ଆଡି: 2157666)
ପରିଦର୍ଶକ କାଉଣ୍ଟର : 20
ଏହି ରିଲିଜ ପଢନ୍ତୁ :
Telugu
,
Kannada
,
English
,
Urdu
,
हिन्दी
,
Marathi
,
Bengali-TR
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Malayalam