ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
20 AUG 2025 8:51AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି;
“ଆଜି ତାଙ୍କ ଜୟନ୍ତୀରେ, ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀଙ୍କୁ ମୋର ଶ୍ରଦ୍ଧାଞ୍ଜଳି ।”
SR
(ରିଲିଜ ଆଡି: 2158286)
ପରିଦର୍ଶକ କାଉଣ୍ଟର : 27
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Manipuri
,
Bengali
,
Bengali-TR
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam