15.04.25 : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୋଇଲା ବୋଇଶାଖ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି।
ଏକ୍ସ ରେ ଏକ ପୋଷ୍ଟରେ ସେ ଲେଖିଛନ୍ତି:
“ପୋଇଲା ବୋଇଶାଖ ଅବସରରେ ଶୁଭେଚ୍ଛା!”
***