ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀ ସିସିଏସର ଏକ ବୈଠକର ଅଧ୍ୟକ୍ଷତା କରିଛନ୍ତି
प्रविष्टि तिथि:
21 AUG 2025 7:19AM by PIB Bhubaneswar
23.04.25 : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ଆଜି 7, ଲୋକ କଲ୍ୟାଣ ମାର୍ଗରେ ସୁରକ୍ଷା ସମ୍ପର୍କିତ କ୍ୟାବିନେଟ କମିଟିର ଏକ ବୈଠକର ଅଧ୍ୟକ୍ଷତା କରିଛନ୍ତି।
ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି :
"ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, 7, ଲୋକ କଲ୍ୟାଣ ମାର୍ଗରେ ସିସିଏସ ର ଏକ ବୈଠକର ଅଧ୍ୟକ୍ଷତା କରିଛି।"
(रिलीज़ आईडी: 2158770)
आगंतुक पटल : 27
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Assamese
,
Manipuri
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam