ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ହରିୟାଣାର ନୁହରେ ଏକ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଲୋକଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
21 AUG 2025 7:20AM by PIB Bhubaneswar
26.04.25 : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହରିୟାଣାର ନୁହରେ ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି। "ରାଜ୍ୟ ସରକାର ରିଲିଫ ଏବଂ ଉଦ୍ଧାର ପାଇଁ ଯଥାସମ୍ଭବ ପ୍ରୟାସ କରୁଛନ୍ତି", ବୋଲି ଶ୍ରୀ ମୋଦୀ କହିଛନ୍ତି।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ୍ସ ରେ ପୋଷ୍ଟ କରିଛି:
"ହରିଆଣାର ନୁହରେ ଘଟିଥିବା ଦୁର୍ଘଟଣା ଅତ୍ୟନ୍ତ ହୃଦୟବିଦାରକ। ଶୋକସନ୍ତପ୍ତ ପରିବାର ସହିତ ମୋର ସମବେଦନା। ଏହି କଷ୍ଟକର ସମୟରେ ଭଗବାନ ସେମାନଙ୍କୁ ଶକ୍ତି ଦିଅନ୍ତୁ। ଏହା ସହିତ, ଦୁର୍ଘଟଣାରେ ଆହତ ହୋଇଥିବା ଲୋକଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି। ରାଜ୍ୟ ସରକାର ରିଲିଫ୍ ଏବଂ ଉଦ୍ଧାର ପାଇଁ ଯଥାସମ୍ଭବ ପ୍ରୟାସ କରୁଛି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ"
(ରିଲିଜ ଆଡି: 2158771)
ପରିଦର୍ଶକ କାଉଣ୍ଟର : 15
ଏହି ରିଲିଜ ପଢନ୍ତୁ :
Telugu
,
English
,
Urdu
,
हिन्दी
,
Marathi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Kannada
,
Malayalam