ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଜର୍ମାନ ଚାନ୍ସେଲର ଭାବରେ ଦାୟିତ୍ୱ ଗ୍ରହଣ କରିବା ହେତୁ ଫ୍ରେଡ୍ରିଚ୍ ମର୍ଜଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 21 AUG 2025 7:24AM by PIB Bhubaneshwar

06.05.25 : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜର୍ମାନୀର ଫେଡେରାଲ୍ ଚାନ୍ସେଲର ଭାବରେ ଦାୟିତ୍ୱ ଗ୍ରହଣ କରିବା ହେତୁ ଶ୍ରୀ ଫ୍ରେଡ୍ରିଚ୍ ମର୍ଜଙ୍କୁ ତାଙ୍କର ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ ଏକ ଏକ୍ସ ପୋଷ୍ଟରେ କହିଛନ୍ତି;

"ଜର୍ମାନୀର ଫେଡେରାଲ୍ ଚାନ୍ସେଲର ଭାବରେ ଦାୟିତ୍ୱ ଗ୍ରହଣ କରିବା ପାଇଁ @_FriedrichMerzଙ୍କୁ ହାର୍ଦ୍ଦିକ ଅଭିନନ୍ଦନ। ଭାରତ-ଜର୍ମାନୀ ରଣନୈତିକ ସହଭାଗୀତାକୁ ଆହୁରି ସୁଦୃଢ଼ କରିବା ପାଇଁ ମୁଁ ଏକାଠି କାମ କରିବାକୁ ଆଶା କରୁଛି।"

 

***


(ରିଲିଜ ଆଡି: 2158778) ପରିଦର୍ଶକ କାଉଣ୍ଟର : 14