ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
01 AUG 2025 12:43PM by PIB Bhubaneshwar
ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ଶ୍ରୀ ବିଷ୍ଣୁ ଦେଓ ସାଏ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି:
‘‘ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ଶ୍ରୀ @vishnudsai ପ୍ରଧାନମନ୍ତ୍ରୀ @narendramodiଙ୍କୁ ସାକ୍ଷାତ କରିଛନ୍ତି ।
@ChhattisgarhCMO”
****
PS
(ରିଲିଜ ଆଡି: 2158780)
ପରିଦର୍ଶକ କାଉଣ୍ଟର : 24
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Assamese
,
Manipuri
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam