ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଝାଡ଼ଖଣ୍ଡର ଦେଓଘରରେ ସଡ଼କ ଦୁର୍ଘଟଣାରେ ପ୍ରାଣହାନିକୁ ନେଇ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ
ପୋଷ୍ଟ କରାଯିବା ଦିନାଙ୍କ:
29 JUL 2025 10:34AM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଝାଡ଼ଖଣ୍ଡର ଦେଓଘରରେ ଘଟିଥିବା ସଡ଼କ ଦୁର୍ଘଟଣାରେ ପ୍ରାଣହାନି ପାଇଁ ଶୋକ ପ୍ରକାଶ କରିଛନ୍ତି।
ଏକ୍ସରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାୟଳୟ ପକ୍ଷରୁ କରାଯାଇଥିବା ପୋଷ୍ଟରେ କୁହାଯାଇଛି:
"ଝାଡ଼ଖଣ୍ଡର ଦେଓଘରରେ ଘଟିଥିବା ସଡ଼କ ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦ। ଏଥିରେ ପ୍ରାଣ ହରାଇଥିବା ଶ୍ରଦ୍ଧାଳୁଙ୍କ ପରିବାର ପ୍ରତି ମୋର ଗଭୀର ସମବେଦନା। ଭଗବାନ ସେମାନଙ୍କୁ ଏହି ଯନ୍ତ୍ରଣା ସହ୍ୟ କରିବାକୁ ଶକ୍ତି ଦିଅନ୍ତୁ। ଏହା ସହିତ, ମୁଁ ସମସ୍ତ ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି: ପ୍ରଧାନମନ୍ତ୍ରୀ @narendramodi’’
***
PS
(ରିଲିଜ ଆଡି: 2158783)
ପରିଦର୍ଶକ କାଉଣ୍ଟର : 23
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Bengali-TR
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam