ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଆନ୍ଧ୍ରପ୍ରଦେଶର ତିରୁପତିରେ ଦଳାଚକଟା ଯୋଗୁଁ ହୋଇଥିବା ପ୍ରାଣହାନୀ ଘଟଣାରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
Posted On:
09 JAN 2025 8:30AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆନ୍ଧ୍ରପ୍ରଦେଶର ତିରୁପତିରେ ଦଳାଚକଟା ଯୋଗୁଁ ହୋଇଥିବା ପ୍ରାଣହାନୀ ପାଇଁ ଶୋକ ପ୍ରକାଶ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;
“ଆନ୍ଧ୍ରପ୍ରଦେଶର ତିରୁପତିରେ ଦଳାଚକଟା ଘଟଣା ଯୋଗୁଁ ମୁଁ ମର୍ମାହତ । ଯେଉଁମାନେ ସେମାନଙ୍କର ନିକଟତମ ଏବଂ ପ୍ରିୟଜନମାନଙ୍କୁ ହରାଇଛନ୍ତି ସେମାନଙ୍କ ସହିତ ମୋର ସମବେଦନା ରହିଛି । ଆହତମାନେ ଶୀଘ୍ର ଆରୋଗ୍ୟ ଲାଭ କରନ୍ତୁ ବୋଲି ମୁଁ ପ୍ରାର୍ଥନା କରୁଛି । ଆନ୍ଧ୍ରପ୍ରଦେଶ ସରକାର ପ୍ରଭାବିତ ଲୋକଙ୍କୁ ସମସ୍ତ ପ୍ରକାରର ସହାୟତା ଯୋଗାଇ ଦେଉଛନ୍ତି । PM @narendramodi”
SR
(Release ID: 2158842)
Visitor Counter : 4
Read this release in:
English
,
Urdu
,
Marathi
,
Hindi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam