ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଜି୭ ଶିଖର ସମ୍ମିଳନୀ ଅବସରରେ ୟୁରୋପୀୟ କମିଶନ ଅଧ୍ୟକ୍ଷଙ୍କ ସହ ମତ ବିନିମୟ କଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 18 JUN 2025 3:04PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୭ ଜୁନ୍ ୨୦୨୫ରେ କାନାଡାର କାନାନାସ୍କିସ୍ ଠାରେ ଜି୭ ଶିଖର ସମ୍ମିଳନୀ ଅବସରରେ ୟୁରୋପୀୟ କମିଶନର ଅଧ୍ୟକ୍ଷା ସୁଶ୍ରୀ ଉର୍ସୁଲା ଭନ୍ ଡେର୍ ଲେୟେନଙ୍କ ସହ ଫଳପ୍ରଦ ଆଲୋଚନା କରିଛନ୍ତି

ଏକ୍ସରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ ଲେଖିଛନ୍ତି:

‘‘@EU_Commissionର ଅଧ୍ୟକ୍ଷା ଉର୍ସୁଲା ଭନ୍ ଡେର୍ ଲେୟେନଙ୍କ ସହ ଫଳପ୍ରଦ ଆଲୋଚନା ହେଲା।’’

***

PS

 

 


(ରିଲିଜ ଆଡି: 2158966) ପରିଦର୍ଶକ କାଉଣ୍ଟର : 31