ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ତେଲଙ୍ଗାନା ରାଜ୍ୟପାଳ
Posted On:
30 JUN 2025 3:22PM by PIB Bhubaneshwar
ତେଲଙ୍ଗାନା ରାଜ୍ୟପାଳ ଶ୍ରୀ ଜିଷ୍ଣୁ ଦେବ ବର୍ମା ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ପୋଷ୍ଟରେ କୁହାଯାଇଛି:
‘‘ତେଲଙ୍ଗାନା ରାଜ୍ୟପାଳ ଶ୍ରୀ @Jishnu_Devvarma ପ୍ରଧାନମନ୍ତ୍ରୀ ଶ୍ରୀ @narendramodiଙ୍କୁ ସାକ୍ଷାତ କରିଛନ୍ତି।’’
***
PS
(Release ID: 2158968)
Read this release in:
English
,
Urdu
,
Marathi
,
Hindi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam