ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଜାମ୍ମୁ-କାଶ୍ମୀର ଉପରାଜ୍ୟପାଳ

ପୋଷ୍ଟ କରାଯିବା ଦିନାଙ୍କ: 17 JUL 2025 7:47PM by PIB Bhubaneshwar

 

ଜାମ୍ମୁ-କାଶ୍ମୀର ଉପରାଜ୍ୟପାଳ ଶ୍ରୀ ମନୋଜ ସିହ୍ନା ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ପୋଷ୍ଟରେ ସୂଚନା ଦିଆଯାଇଛି:

‘‘ଜାମ୍ମୁ-କାଶ୍ମୀର ଉପରାଜ୍ୟପାଳ ଶ୍ରୀ @manojsinha_ ପ୍ରଧାନମନ୍ତ୍ରୀ ଶ୍ରୀ @narendramodiଙ୍କୁ ସାକ୍ଷାତ କରିଛନ୍ତି।’’

***

PS


(ରିଲିଜ ଆଡି: 2158978) ପରିଦର୍ଶକ କାଉଣ୍ଟର : 23