ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଭାବରେ ଜଷ୍ଟିସ୍ ଭୂଷଣ ରାମକୃଷ୍ଣ ଗଭାଇଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 14 MAY 2025 2:32PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଭାବରେ ଜଷ୍ଟିସ୍ ଭୂଷଣ ରାମକୃଷ୍ଣ ଗଭାଇଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇଥିଲେ

 

ପ୍ରଧାନମନ୍ତ୍ରୀ X ରେ ପୋଷ୍ଟ କରିଛନ୍ତି :

 

"ଭାରତର ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଭାବରେ ଜଷ୍ଟିସ୍ ଭୂଷଣ ରାମକୃଷ୍ଣ ଗଭାଇଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇଥିଲି ତାଙ୍କ କାର୍ଯ୍ୟକାଳ ପାଇଁ ତାଙ୍କୁ ଅନେକ ଅନେକ ଶୁଭକାମନା "

 

*****

MT


(ରିଲିଜ ଆଡି: 2160022) ପରିଦର୍ଶକ କାଉଣ୍ଟର : 12