ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ପୋଷ୍ଟ କରାଯିବା ଦିନାଙ୍କ: 30 JAN 2025 9:06AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାତ୍ମା ଗାନ୍ଧୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଶ୍ରୀ ମୋଦୀ ଆମ ଦେଶ ପାଇଁ ସହିଦ୍‌ ହୋଇଥିବା ସମସ୍ତ ବ୍ୟକ୍ତିଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ଏବଂ ସେମାନଙ୍କ ସେବା ଓ ବଳିଦାନକୁ ମନେ ପକାଇଛନ୍ତି ।

 

ପ୍ରଧାନମନ୍ତ୍ରୀ X ରେ ପୋଷ୍ଟ କରିଛନ୍ତି ;

 

"ପୂଜ୍ୟ ବାପୁଙ୍କ ପୂଣ୍ୟ ତିଥିରେ ତାଙ୍କୁ ଶ୍ରଦ୍ଧାଞ୍ଜଳି । ତାଙ୍କ ଆଦର୍ଶ ଆମକୁ ଏକ ବିକଶିତ ଭାରତ ନିର୍ମାଣ କରିବାକୁ ପ୍ରେରଣା ଦିଏ । ମୁଁ ଆମ ଦେଶ ପାଇଁ ସହିଦ୍‌ ହୋଇଥିବା ସମସ୍ତ ବ୍ୟକ୍ତିଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ଏବଂ ସେମାନଙ୍କ ସେବା ଏବଂ ବଳିଦାନକୁ ମନେ ପକାଉଛି ।"

 

*****

MT


(ରିଲିଜ ଆଡି: 2160027) ପରିଦର୍ଶକ କାଉଣ୍ଟର : 33