ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଶ୍ରୀ ମା’ ବୈଷ୍ଣୋଦେବୀ ମନ୍ଦିରକୁ ଯିବା ରାସ୍ତାରେ ଭୂସ୍ଖଳନ ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 27 AUG 2025 1:01PM by PIB Bhubaneswar

ଶ୍ରୀ ମା ବୈଷ୍ଣୋଦେବୀ ମନ୍ଦିରକୁ ଯିବା ରାସ୍ତାରେ ଭୂସ୍ଖଳନ ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।

ଆଜି 'ଏକ୍ସ "ରେ ସେୟାର କରାଯାଇଥିବା ଏକ ବାର୍ତ୍ତାରେ ପ୍ରଧାନମନ୍ତ୍ରୀ କହିଛନ୍ତି :

"ଶ୍ରୀ ମା ବୈଷ୍ଣୋଦେବୀ ମନ୍ଦିରକୁ ଯାଉଥିବା ରାସ୍ତାରେ ଭୂସ୍ଖଳନ ଯୋଗୁଁ ଜୀବନହାନି ଅତ୍ୟନ୍ତ ଦୁଃଖଦାୟକ ଅଟେ। ମୋର ସମବେଦନା ଶୋକସନ୍ତପ୍ତ ପରିବାର ସହିତ ରହିଛି। ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ। ପ୍ରଶାସନ ସମସ୍ତ ପ୍ରଭାବିତ ଲୋକଙ୍କୁ ସାହାଯ୍ୟ କରୁଛି। ସମସ୍ତଙ୍କ ସୁରକ୍ଷା ଏବଂ କଲ୍ୟାଣ ପାଇଁ ମୁଁ ପ୍ରାର୍ଥନା କରୁଛି "

HS


(ରିଲିଜ ଆଡି: 2161326) ପରିଦର୍ଶକ କାଉଣ୍ଟର : 23