ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଭାରତର ଜନସ୍ୟାଂଗତ ଲାଭାଂଶକୁ ଉପଯୋଗ କରିବା ପାଇଁ ପ୍ରଧାନମନ୍ତ୍ରୀ ବିକଶିତ ଭାରତ ରୋଜଗାର ଯୋଜନାର ଶୁଭାରମ୍ଭ ଉପରେ ଆଲୋକପାତ କରୁଥିବା ଏକ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 01 SEP 2025 6:14PM by PIB Bhubaneshwar

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଲେଖା ଶେୟାର କରିଛନ୍ତି, ଯେଉଁଥିରେ ଭାରତର ଜନସ୍ୟାଂଗତ ଲାଭାଂଶକୁ ଉପଯୋଗ କରିବା ପାଇଁ ପ୍ରଧାନମନ୍ତ୍ରୀ ବିକଶିତ ଭାରତ ରୋଜଗାର ଯୋଜନାର ଶୁଭାରମ୍ଭ ଉପରେ ଆଲୋକପାତ କରାଯାଇଛି

କେନ୍ଦ୍ର ମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡଭିୟାଙ୍କର ଏକ୍ସରେ ଏକ ପୋଷ୍ଟର ଉତ୍ତର ଦେଇ ଶ୍ରୀ ମୋଦୀ କହିଛନ୍ତି;

କେନ୍ଦ୍ର ମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡଭିୟା ପ୍ରଧାନମନ୍ତ୍ରୀ ବିକଶିତ ଭାରତ ରୋଜଗାର ଯୋଜନା ବିଷୟରେ ଲେଖିଛନ୍ତି, ଯାହା ନିଯୁକ୍ତି ସୁଯୋଗ ସୃଷ୍ଟି ବୃଦ୍ଧି କରିବା ଦିଗରେ ଏକ ପଦକ୍ଷେପ ସେ ବ୍ୟାଖ୍ୟା କରିଛନ୍ତି ଯେ, ଏହି ଯୋଜନା ଭାରତର ଜନସଂଖ୍ୟାଗତ ଲାଭାଂଶକୁ ସାର୍ବଜନୀନ ସମୃଦ୍ଧିରେ ପରିବର୍ତ୍ତନ କରିବାରେ ସାହାଯ୍ୟ କରିବ, କାରଣ ଦେଶ ୨୦୪୭ ସୁଦ୍ଧା ବିକଶିତ ଭାରତରେ ପରିଣତ ହେବାକୁ ପ୍ରୟାସ କରୁଛି

 

SR


(रिलीज़ आईडी: 2162991) आगंतुक पटल : 19
इस विज्ञप्ति को इन भाषाओं में पढ़ें: Malayalam , English , Urdu , Marathi , हिन्दी , Manipuri , Bengali , Assamese , Punjabi , Gujarati , Tamil , Telugu , Kannada