ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କ ସହ ଗୁଜରାଟ ମୁଖ୍ୟମନ୍ତ୍ରୀଙ୍କ ସାକ୍ଷାତ

Posted On: 04 SEP 2025 3:30PM by PIB Bhubaneshwar

 

 

ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୁପେନ୍ଦ୍ର ପଟେଲ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି

ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ହ୍ୟାଣ୍ଡେଲ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;

ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୁପେନ୍ଦ୍ର ପଟେଲ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି

@CMOGuj

 

SR


(Release ID: 2164044) Visitor Counter : 2