ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାବନାକୁ ଗମ୍ଭୀରତାର ସହିତ ସ୍ୱୀକାର କରୁଛି ଏବଂ ଏହାକୁ ପୂର୍ଣ୍ଣ ସମର୍ଥନ ଜଣାଉଛି: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
ପୋଷ୍ଟ କରାଯିବା ଦିନାଙ୍କ:
06 SEP 2025 10:27AM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ଭାରତ-ଆମେରିକା ସମ୍ପର୍କକୁ ନେଇ ରାଷ୍ଟ୍ରପତି ଟ୍ରମ୍ପଙ୍କ ଭାବନା ଏବଂ ସକାରାତ୍ମକ ଆକଳନକୁ ସେ ଗମ୍ଭୀରତାର ସହିତ ସ୍ୱୀକାର କରୁଛନ୍ତି ଏବଂ ଏହାକୁ ପୂର୍ଣ୍ଣ ସମର୍ଥନ କରୁଛନ୍ତି । ‘‘ଭାରତ ଏବଂ ଆମେରିକା ମଧ୍ୟରେ ଅତ୍ୟନ୍ତ ସକାରାତ୍ମକ ଏବଂ ଦୂରଦର୍ଶୀ, ବ୍ୟାପକ ତଥା ବିଶ୍ୱସ୍ତରୀୟ ରଣନୀତିକ ଭାଗିଦାରୀ ରହିଛି’’, ଶ୍ରୀ ମୋଦୀ କହିଛନ୍ତି।
ପ୍ରଧାନମନ୍ତ୍ରୀ ଏକ୍ସ ପୋଷ୍ଟରେ ଲେଖିଛନ୍ତି;
‘‘ଆମ ସମ୍ପର୍କକୁ ନେଇ ରାଷ୍ଟ୍ରପତି ଟ୍ରମ୍ପଙ୍କ ଭାବନା ଏବଂ ସକାରାତ୍ମକ ଆକଳନକୁ ଗମ୍ଭୀରତାର ସହିତ ସ୍ୱୀକାର କରୁଛି ଏବଂ ଏହାକୁ ପୂର୍ଣ୍ଣ ସମର୍ଥନ କରୁଛି।
ଭାରତ ଏବଂ ଆମେରିକା ମଧ୍ୟରେ ଅତ୍ୟନ୍ତ ସକାରାତ୍ମକ ଏବଂ ଦୂରଦର୍ଶୀ, ବ୍ୟାପକ ତଥା ବିଶ୍ୱସ୍ତରୀୟ ରଣନୀତିକ ଭାଗିଦାରୀ ରହିଛି’’
@realDonaldTrump
@POTUS
******
PS/Swadhin
(ରିଲିଜ ଆଡି: 2164400)
ପରିଦର୍ଶକ କାଉଣ୍ଟର : 28
ଏହି ରିଲିଜ ପଢନ୍ତୁ :
Punjabi
,
Malayalam
,
English
,
Urdu
,
Marathi
,
हिन्दी
,
Bengali-TR
,
Bengali
,
Manipuri
,
Assamese
,
Gujarati
,
Tamil
,
Telugu
,
Kannada