ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ସାବିତ୍ରୀବାଇ ଫୁଲେଙ୍କ ଉଲ୍ଲେଖନୀୟ ଅବଦାନ ଉପରେ ଲେଖା ଶେୟାର କଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 05 SEP 2025 5:00PM by PIB Bhubaneswar

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶିକ୍ଷକ ଦିବସରେ ସାବିତ୍ରୀବାଇ ଫୁଲେଙ୍କ ଉଲ୍ଲେଖନୀୟ ଅବଦାନକୁ ମନେ ପକାଇ, କେନ୍ଦ୍ରମନ୍ତ୍ରୀ ଶ୍ରୀମତୀ ସାବିତ୍ରୀ ଠାକୁରଙ୍କ ଦ୍ୱାରା ଲିଖିତ ଏକ ଲେଖା ଶେୟାର କରିଛନ୍ତି

କେନ୍ଦ୍ରମନ୍ତ୍ରୀ ଶ୍ରୀମତୀ ସାବିତ୍ରୀ ଠାକୁରଙ୍କ ଦ୍ୱାରା ଏକ୍ସରେ କରାଯାଇଥିବା ଏକ ପୋଷ୍ଟର ଉତ୍ତର ଦେଇ ଶ୍ରୀ ମୋଦୀ କହିଛନ୍ତି;

ମନ୍ତ୍ରୀ ଶ୍ରୀମତୀ ସାବିତ୍ରୀ ଠାକୁର ଶିକ୍ଷକ ଦିବସରେ ସାବିତ୍ରୀବାଇ ଫୁଲେଙ୍କ ଉଲ୍ଲେଖନୀୟ ଅବଦାନକୁ ମନେ ପକାଇଛନ୍ତି

ସାବିତ୍ରୀବାଇ ଫୁଲେଙ୍କ ଐତିହ୍ୟ ଭାରତର ଆକାଂକ୍ଷାକୁ ପ୍ରେରଣା ଦେଇ ଚାଲିଛି ତଥା ବିକଶିତ ଭାରତ ୨୦୪୭ର ଦୃଷ୍ଟିକୋଣ ହେଉଛି ଶିକ୍ଷା ରୂପକ ମୂଳଦୂଆ ସହିତ, ରାଷ୍ଟ୍ର ନିର୍ମାଣରେ ସମାନ ଭାଗୀଦାର ଭାବରେ ମହିଳାମାନଙ୍କୁ ସଶକ୍ତ କରିବା

 

SR


(ରିଲିଜ ଆଡି: 2164451) ପରିଦର୍ଶକ କାଉଣ୍ଟର : 22