ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ରାଜସ୍ଥାନ ରାଜ୍ୟପାଳ

प्रविष्टि तिथि: 08 SEP 2025 2:11PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ନୂଆଦିଲ୍ଲୀ ଠାରେ ରାଜସ୍ଥାନର ରାଜ୍ୟପାଳ ଶ୍ରୀ ହରିଭାଉ ବାଗଡ଼େ ଭେଟିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହ୍ୟାଣ୍ଡଲ ପକ୍ଷରୁ ଏକ୍ସରେ ପୋଷ୍ଟ ହୋଇଛି;

“ରାଜସ୍ଥାନର ରାଜ୍ୟପାଳ ଶ୍ରୀ ହରିଭାଉ ବାଗଡ଼େ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ।”

@narendramodi

@RajBhavanJaipur

SR


(रिलीज़ आईडी: 2164680) आगंतुक पटल : 50
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam