ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

୨୦୨୫ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଦେଲେ ପ୍ରଧାନମନ୍ତ୍ରୀ

Posted On: 09 SEP 2025 10:36AM by PIB Bhubaneshwar

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୨୦୨୫ର ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଦେଇଛନ୍ତି।

ପ୍ରଧାନମନ୍ତ୍ରୀ ଏକ ଟ୍ୱିଟରେ କହିଛନ୍ତି;

୨୦୨୫ର ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ମତଦାନ କଲି

 

SR


(Release ID: 2164994) Visitor Counter : 2