ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ନବନିର୍ବାଚିତ ଉପରାଷ୍ଟ୍ରପତି ଥିରୁ ସିପି ରାଧାକୃଷ୍ଣନଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 09 SEP 2025 11:02PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଉପରାଷ୍ଟ୍ରପତି ନିର୍ବାଚିତ ଥିରୁ ସିପି ରାଧାକ୍ରିଷ୍ଣନଙ୍କୁ ଭେଟି ତାଙ୍କୁ ଉପରାଷ୍ଟ୍ରପତି ନିର୍ବାଚନରେ ବିଜୟ ପାଇଁ ଅଭିନନ୍ଦନ ଜଣାଇଛନ୍ତି

ଏକ୍ସର ଏକ ପୋଷ୍ଟରେ ଶ୍ରୀ ମୋଦୀ ଲେଖିଛନ୍ତି;

ଥିରୁ ସିପି ରାଧାକ୍ରିଷ୍ଣନ ଜୀଙ୍କୁ ଭେଟିଲି ଏବଂ ଉପରାଷ୍ଟ୍ରପତି ନିର୍ବାଚନରେ ବିଜୟ ପାଇଁ ତାଙ୍କୁ ଅଭିନନ୍ଦନ ଜଣାଇଲି

@CPRGuv”

 

SR


(रिलीज़ आईडी: 2165153) आगंतुक पटल : 30
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Bengali-TR , Manipuri , Assamese , Punjabi , Gujarati , Tamil , Telugu , Kannada , Malayalam