ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପୁନଃନିର୍ବାଚିତ ନରୱେ ପ୍ରଧାନମନ୍ତ୍ରୀ ଜୋନାସ ଗହର ଷ୍ଟୋରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

ପୋଷ୍ଟ କରାଯିବା ଦିନାଙ୍କ: 10 SEP 2025 6:21PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଆଜି ନରୱେ ପ୍ରଧାନମନ୍ତ୍ରୀ ଜୋନାସ ଗହର ଷ୍ଟୋରଙ୍କୁ ପୁନଃନିର୍ବାଚିତ ହୋଇଥିବାରୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି ଶ୍ରୀ ମୋଦୀ ବିଭିନ୍ନ କ୍ଷେତ୍ରରେ ନରୱେ ସହିତ ଦ୍ୱିପାକ୍ଷିକ ସହଯୋଗକୁ ଆହୁରି ଗଭୀର କରିବା ପାଇଁ ଭାରତର ପ୍ରତିବଦ୍ଧତା ଉପରେ ଗୁରୁତ୍ୱାରୋପ କରିଛନ୍ତି

ଏକ୍ସରେ ଏକ ପୋଷ୍ଟରେ ଶ୍ରୀ ମୋଦୀ କହିଛନ୍ତି;

ପୁନଃନିର୍ବାଚିତ ହୋଇଥିବାରୁ ପ୍ରଧାନମନ୍ତ୍ରୀ ଜୋନାସ ଗହର ଷ୍ଟୋରଙ୍କୁ ଅଭିନନ୍ଦନ ମୁଁ ସମସ୍ତ କ୍ଷେତ୍ରରେ ଭାରତ-ନରୱେ ସହଭାଗୀତାକୁ ଆହୁରି ମଜବୁତ କରିବା ପାଇଁ ଏକତ୍ର କାମ କରିବାକୁ ଉତ୍ସାହିତ ଅଛି

@jonasgahrstore

 

SR


(ରିଲିଜ ଆଡି: 2165532) ପରିଦର୍ଶକ କାଉଣ୍ଟର : 26