ରାଷ୍ଟ୍ରପତିଙ୍କ ସଚିବାଳୟ
azadi ka amrit mahotsav

ଉପରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନଙ୍କୁ ଶପଥ ପାଠ କରାଇଲେ ରାଷ୍ଟ୍ରପତି

ପୋଷ୍ଟ କରାଯିବା ଦିନାଙ୍କ: 12 SEP 2025 11:00AM by PIB Bhubaneswar

ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି (ସେପ୍ଟେମ୍ବର ୧୨, ୨୦୨୫) ରାଷ୍ଟ୍ରପତି ଭବନ ଗଣତନ୍ତ୍ର ମଣ୍ଡପ ଠାରେ ଆୟୋଜିତ ଏକ ଶପଥ ଗ୍ରହଣ ସମାରୋହରେ ଶ୍ରୀ ସି.ପି. ରାଧାକୃଷ୍ଣନଙ୍କୁ ଦେଶର ଉପରାଷ୍ଟ୍ରପତି ରୂପେ ଶପଥ ପାଠ କରାଇଛନ୍ତି ।

***

 PS/Swadhin


(ରିଲିଜ ଆଡି: 2165919) ପରିଦର୍ଶକ କାଉଣ୍ଟର : 32