ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ନେପାଳର ନୂତନ ପ୍ରଧାନମନ୍ତ୍ରୀ ସୁଶୀଳା କାର୍କିଙ୍କୁ ଜଣାଇଲେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

ପୋଷ୍ଟ କରାଯିବା ଦିନାଙ୍କ: 13 SEP 2025 8:57AM by PIB Bhubaneswar

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି, ନେପାଳର ଅନ୍ତରୀଣ ସରକାରଙ୍କ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିଥିବାରୁ ଶ୍ରୀମତୀ ସୁଶୀଳା କାର୍କିଙ୍କୁ ଶୁଭକାମନା ଜଣାଇଛନ୍ତି ସେ କହିଛନ୍ତି ଯେ, ଭାରତ ନେପାଳର ଲୋକଙ୍କ ଶାନ୍ତି, ପ୍ରଗତି ଏବଂ ସମୃଦ୍ଧି ପାଇଁ ଦୃଢ଼ ପ୍ରତିବଦ୍ଧ

ଏକ୍ସରେ ଏକ ପୋଷ୍ଟରେ ସେ ଲେଖିଛନ୍ତି;

ନେପାଳର ଅନ୍ତରୀଣ ସରକାରଙ୍କ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିଥିବାରୁ ମୁଁ ଶ୍ରୀମତୀ ସୁଶିଳା କାର୍କିଙ୍କୁ ହାର୍ଦ୍ଦିକ ଶୁଭକାମନା ଜଣାଉଛି ନେପାଳର ଭାଇ-ଭଉଣୀମାନଙ୍କ ଶାନ୍ତି, ପ୍ରଗତି ଏବଂ ସମୃଦ୍ଧି ପାଇଁ ଭାରତ ଦୃଢ଼ ପ୍ରତିବଦ୍ଧ

 

SR


(ରିଲିଜ ଆଡି: 2166234) ପରିଦର୍ଶକ କାଉଣ୍ଟର : 24