ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଜନ୍ମଦିନ ଶୁଭେଚ୍ଛା ପାଇଁ ରାଷ୍ଟ୍ରପତି ଟ୍ରମ୍ପଙ୍କୁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

ପୋଷ୍ଟ କରାଯିବା ଦିନାଙ୍କ: 16 SEP 2025 11:30PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନିଜର ୭୫ତମ ଜନ୍ମ ଦିନରେ ଫୋନ କଲ୍ ଓ ହାର୍ଦ୍ଦିକ ଶୁଭେଚ୍ଛା ପାଇଁ ରାଷ୍ଟ୍ରପତି ଟ୍ରମ୍ପଙ୍କୁ କୃତଜ୍ଞତା ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ଆପଣଙ୍କ ଭଳି, ମୁଁ ମଧ୍ୟ ଭାରତ-ଆମେରିକା ମଧ୍ୟରେ ବ୍ୟାପକ ଓ ସହଭାଗିତାକୁ ନୂତନ ଶୀର୍ଷକୁ ନେବା ଇଚ୍ଛୁକ । ୟୁକ୍ରେନ ଯୁଦ୍ଧର ଶାନ୍ତିପୂର୍ଣ୍ଣ ସମାଧାନ ପାଇଁ ଆପଣଙ୍କ ପଦକ୍ଷେପକୁ ଆମେ ସମର୍ଥନ କରୁଛୁ ।”

ଏକ୍ସର ଏକ ପୋଷ୍ଟରେ ଆଜି ପ୍ରଧାନମନ୍ତ୍ରୀ କହିଛନ୍ତି;

“ଧନ୍ୟବାଦ, ମୋ ବନ୍ଧୁ, ରାଷ୍ଟ୍ରପତି ଟ୍ରମ୍ପ, ୭୫ତମ ଜନ୍ମଦିନ ପାଇଁ ଆପଣଙ୍କ ଫୋନ କଲ ଓ ଶୁଭେଚ୍ଛା ନିମନ୍ତେ । ଆପଣଙ୍କ ଭଳି, ମୁଁ ମଧ୍ୟ ଭାରତ-ଆମେରିକା ମଧ୍ୟରେ ବ୍ୟାପକ ଓ ସହଭାଗିତାକୁ ନୂତନ ଶୀର୍ଷକୁ ନେବା ଇଚ୍ଛୁକ । ୟୁକ୍ରେନ ଯୁଦ୍ଧର ଶାନ୍ତିପୂର୍ଣ୍ଣ ସମାଧାନ ପାଇଁ ଆପଣଙ୍କ ପଦକ୍ଷେପକୁ ଆମେ ସମର୍ଥନ କରୁଛୁ ।”

@POTUS

@realDonaldTrump

SR


(ରିଲିଜ ଆଡି: 2167436) ପରିଦର୍ଶକ କାଉଣ୍ଟର : 23