ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଜନ୍ମଦିନ ଶୁଭେଚ୍ଛା ପାଇଁ ଉପରାଷ୍ଟ୍ରପତିଙ୍କୁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

प्रविष्टि तिथि: 17 SEP 2025 9:22AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ୭୫ତମ ଜନ୍ମ ଦିବସରେ ଶୁଭେଚ୍ଛା ଜଣାଇଥିବାରୁ ଭାରତର ଉପରାଷ୍ଟ୍ରପତି ଶ୍ରୀ ସି.ପି. ରାଧାକ୍ରିଷ୍ଣନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ଆପଣଙ୍କ ଶୁଭେଚ୍ଛା ସମର୍ପିତ ଭାବନାରେ ଦେଶର ସେବା କରିବା ପାଇଁ ସଂକଳ୍ପକୁ ଆହୁରି ସୁଦୃଢ଼ କରିବ ।”

ଆଜି ଏକ୍ସର ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଆପଣଙ୍କ ହାର୍ଦ୍ଦିକ ଶୁଭେଚ୍ଛା ପାଇଁ ଧନ୍ୟବାଦ, ଉପରାଷ୍ଟ୍ରପତି ଥିରୁ ସିପି ରାଧାକ୍ରିଷ୍ଣନ ଜୀ । ଆପଣଙ୍କ ଶୁଭେଚ୍ଛା ସମର୍ପିତ ଭାବନାରେ ଦେଶର ସେବା କରିବା ପାଇଁ ସଂକଳ୍ପକୁ ଆହୁରି ସୁଦୃଢ଼ କରିବ ।”

@VPIndia

@CPR_VP

SR


(रिलीज़ आईडी: 2167603) आगंतुक पटल : 17
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali-TR , Bengali , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam