ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଶ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ

प्रविष्टि तिथि: 02 OCT 2024 9:03AM by PIB Bhubaneshwar

 ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାଙ୍କ ଜନ୍ମ ବାର୍ଷିକୀରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

ଏକ୍ସ  ରେ ଏକ ପୋଷ୍ଟରେ ସେ କହିଛନ୍ତି:

"ଦେଶର ସୈନିକ, କୃଷକ ଏବଂ ସ୍ୱାଭିମାନ ପାଇଁ ନିଜ ଜୀବନ ଉତ୍ସର୍ଗ କରିଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀ ଜୀଙ୍କ ଜନ୍ମ ବାର୍ଷିକୀରେ ତାଙ୍କୁ ସମ୍ମାନଜନକ ଶ୍ରଦ୍ଧାଞ୍ଜଳି"

 

BS


(रिलीज़ आईडी: 2169132) आगंतुक पटल : 16
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Manipuri , Assamese , Punjabi , Gujarati , Tamil , Telugu , Kannada , Malayalam