ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଲୋଥାଲରେ ଜାତୀୟ ସାମୁଦ୍ରିକ ଐତିହ୍ୟ କମ୍ପେ୍ଲକ୍ସର ପ୍ରଗତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ
Posted On:
20 SEP 2025 9:56PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲୋଥାଲରେ ଜାତୀୟ ସାମୁଦ୍ରିକ ଐତିହ୍ୟ କମ୍ପେ୍ଲକ୍ସର ପ୍ରଗତି ସମୀକ୍ଷା କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ସମ୍ପୂର୍ଣ୍ଣ ହେବା ପରେ, ଏହା ବିଶ୍ୱର ସର୍ବବୃହତ ସାମୁଦ୍ରିକ ସଂଗ୍ରହାଳୟ ହେବ । ଏହା ପର୍ଯ୍ୟଟନ, ଗବେଷଣା, ଶିକ୍ଷା ଏବଂ ଦକ୍ଷତା ବିକାଶର କେନ୍ଦ୍ର ଭାବରେ କାର୍ଯ୍ୟ କରିବା ସହିତ ଭାରତର ପ୍ରାଚୀନ ସାମୁଦ୍ରିକ ପରମ୍ପରାକୁ ପ୍ରଦର୍ଶିତ କରିବ ।”
ଏକ୍ସରେ ଏକ ପୋଷ୍ଟରେ ଶ୍ରୀ ମୋଦୀ କହିଛନ୍ତି;
“ଲୋଥାଲରେ ଜାତୀୟ ସାମୁଦ୍ରିକ ଐତିହ୍ୟ କମ୍ପେ୍ଲକ୍ସର ପ୍ରଗତିର ସମୀକ୍ଷା କରିଛି । ସମାପ୍ତ ହେବା ପରେ, ଏହା ବିଶ୍ୱର ସର୍ବବୃହତ ସାମୁଦ୍ରିକ ସଂଗ୍ରହାଳୟ ହେବ । ଏହା ପର୍ଯ୍ୟଟନ, ଗବେଷଣା, ଶିକ୍ଷା ଏବଂ ଦକ୍ଷତା ବିକାଶର କେନ୍ଦ୍ର ଭାବରେ କାର୍ଯ୍ୟ କରିବା ସହିତ ଭାରତର ପ୍ରାଚୀନ ସାମୁଦ୍ରିକ ପରମ୍ପରାକୁ ପ୍ରଦର୍ଶିତ କରିବ ।”
SR
(Release ID: 2169334)
Read this release in:
English
,
Urdu
,
Marathi
,
Hindi
,
Manipuri
,
Assamese
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam