ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ୟୁରୋପୀୟ ପରିଷଦର ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଥିବାରୁ ମହାମହିମ ଆଣ୍ଟୋନିଓ କୋଷ୍ଟାଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

Posted On: 28 JUN 2024 8:25PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୟୁରୋପୀୟ ପରିଷଦର ପରବର୍ତ୍ତୀ ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଥିବାରୁ ମହାମହିମ ଆଣ୍ଟୋନିଓ କୋଷ୍ଟାଙ୍କୁ ଅଭିନନ୍ଦନ ଜଣାଇଛନ୍ତି

ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

"ୟୁରୋପୀୟ ପରିଷଦର ପରବର୍ତ୍ତୀ ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଥିବାରୁ ମୋର ବନ୍ଧୁ @antoniolscostaଙ୍କୁ ଅଭିନନ୍ଦନ । ଭାରତ-ୟୁରୋପୀୟ ସଂଘ ରଣନୈତିକ ଭାଗିଦାରୀକୁ ଅଧିକ ଉପରକୁ ନେବା ପାଇଁ ମୁଁ ଆପଣଙ୍କ ସହିତ ଘନିଷ୍ଠ ଭାବରେ କାର୍ଯ୍ୟ କରିବାକୁ ଉତ୍ସୁକ

*****

NS/SLP


(Release ID: 2169393) Visitor Counter : 6