ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ରାଜ୍ୟପାଳମାନଙ୍କ ସମ୍ମିଳନୀରେ ଯୋଗଦେଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 03 AUG 2024 10:40PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଷ୍ଟ୍ରପତି ଭବନରେ ରାଜ୍ୟପାଳମାନଙ୍କ ସମ୍ମିଳନୀରେ ଯୋଗ ଦେଇଛନ୍ତି।

ପ୍ରଧାନମନ୍ତ୍ରୀ ସାମାଜିକ ଗଣମାଧ୍ୟମ'ଏକ୍ସ "ରେ ପୋଷ୍ଟ କରିଛନ୍ତି;

"ଆଜି ରାଜ୍ୟପାଳମାନଙ୍କ ସମ୍ମିଳନୀରେ ଯୋଗ ଦେଇଛନ୍ତି ଏବଂ ବିଭିନ୍ନ ବିଚାର-ବିମର୍ଶରେ ମଧ୍ୟ ଅଂଶଗ୍ରହଣ କରିଥିଲେ, ଏଠାରେ କିଛି ଝଲକ ରହିଛି । "

 

*****

NS/SLP


(ରିଲିଜ ଆଡି: 2169405) ପରିଦର୍ଶକ କାଉଣ୍ଟର : 20