ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ରାଜସ୍ଥାନର ସିକରରେ ବସ୍ ଦୁର୍ଘଟଣାର ପ୍ରାଣହାନୀ ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଶୋକ

ପୋଷ୍ଟ କରାଯିବା ଦିନାଙ୍କ: 29 OCT 2024 7:32PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଜାତୀୟ ସହାୟତା ପାଣ୍ଠିରୁ ଅନୁକମ୍ପା ରାଶି ଘୋଷଣା

 

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜସ୍ଥାନର ସିକରରେ ଏକ ବସ୍ ଦୁର୍ଘଟଣାରେ ପ୍ରାଣହାନୀ ଘଟଣାରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ ପ୍ରତ୍ୟେକ ମୃତକଙ୍କ ନିକଟତମ ପରିବାର ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ସହାୟତା ପାଣ୍ଠି (PMNRF) ରୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କା ଅନୁକମ୍ପା ରାଶି ଘୋଷଣା କରିଛନ୍ତି

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହ୍ୟାଣ୍ଡେଲ ଏକ୍ସ ରେ ବାର୍ତ୍ତା ପୋଷ୍ଟ କରିଛି :

 

ରାଜସ୍ଥାନର ସିକରରେ ଘଟିଥିବା ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ପ୍ରତ୍ୟେକ ମୃତକଙ୍କ ନିକଟତମ ପରିବାରକୁ ପ୍ରଧାନମନ୍ତ୍ରୀ ଜାତୀୟ ସହାୟତା ପାଣ୍ଠିରୁ ୨ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ଆହତମାନଙ୍କୁ ୫୦,୦୦୦ ଟଙ୍କା ଦିଆଯିବ "

 

*****

MT

 

 


(ରିଲିଜ ଆଡି: 2169958) ପରିଦର୍ଶକ କାଉଣ୍ଟର : 18