ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
26 SEP 2025 8:51AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।
ଏକ୍ସରେ ଏକ ବାର୍ତ୍ତାରେ ପ୍ରଧାନମନ୍ତ୍ରୀ ପୋଷ୍ଟ କରିଛନ୍ତି;
“ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହ ଜୀଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି । ଦୀର୍ଘ ବର୍ଷ ଧରି ସାର୍ବଜନୀନ ଜୀବନରେ ଆମ ଦେଶ ପ୍ରତି ତାଙ୍କର ଅବଦାନକୁ ଆମେ ସ୍ମରଣ କରୁଛୁ ।”
SR
(ରିଲିଜ ଆଡି: 2171621)
ପରିଦର୍ଶକ କାଉଣ୍ଟର : 31
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Manipuri
,
Bengali-TR
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam