ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ରୁଷର ଉପପ୍ରଧାନମନ୍ତ୍ରୀ ଦିମିତ୍ରୀ ପାତ୍ରୁଶେଭ
प्रविष्टि तिथि:
25 SEP 2025 8:57PM by PIB Bhubaneswar
କୃଷି, ସାର, ଖାଦ୍ୟ ପ୍ରକ୍ରିୟାକରଣ ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ସହଯୋଗ ପାଇଁ ଆଲୋଚନା
ଭାରତ-ରୁଷ ବାର୍ଷିକ ଶିଖର ସମ୍ମିଳନୀ ପାଇଁ ରାଷ୍ଟ୍ରପତି ପୁଟିନଙ୍କୁ ସ୍ୱାଗତ କରିବାକୁ ଉତ୍ସାହିତ ଅଛନ୍ତି କହିଲେ ପ୍ରଧାନମନ୍ତ୍ରୀ
ରୁଷର ଉପ ପ୍ରଧାନମନ୍ତ୍ରୀ ଦିମିତ୍ରୀ ପାତ୍ରୁଶେଭ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
କୃଷି, ସାର, ଖାଦ୍ୟ ପ୍ରକ୍ରିୟାକରଣ ଏବଂ ପାରସ୍ପରିକ ସ୍ୱାର୍ଥ ଥିବା ଅନ୍ୟାନ୍ୟ କ୍ଷେତ୍ରରେ ସହଯୋଗ ବୃଦ୍ଧି ପାଇଁ ସେମାନେ ଆଲୋଚନା କରିଥିଲେ ।
ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ପୁଟିନଙ୍କୁ ତାଙ୍କର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇ କହିଥିଲେ ଯେ, ସେ ୨୩ତମ ଭାରତ-ରୁଷ ବାର୍ଷିକ ଶିଖର ସମ୍ମିଳନୀରେ ତାଙ୍କୁ ଭାରତରେ ସ୍ୱାଗତ କରିବାକୁ ଉତ୍ସାହିତ ଥିବା କହିଥିଲେ।
SR
(रिलीज़ आईडी: 2171627)
आगंतुक पटल : 38
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam