ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 14 OCT 2024 2:26PM by PIB Bhubaneswar

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ସୁଶ୍ରୀ ଆତିଶୀ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ ହ୍ୟାଣ୍ଡେଲ X ରେ ଏକ ବାର୍ତ୍ତା ପୋଷ୍ଟ କରାଯାଇଛି :

"ଦିଲ୍ଲୀର ମୁଖ୍ୟମନ୍ତ୍ରୀ ସୁଶ୍ରୀ ଆତିଶୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।"

***

ଏମଜେପିଏସ/ଏସଆର/ଏସକେଏସ


(ରିଲିଜ ଆଡି: 2173082) ପରିଦର୍ଶକ କାଉଣ୍ଟର : 27