ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ଅରୁଣାଚଳ ପ୍ରଦେଶର

ପୋଷ୍ଟ କରାଯିବା ଦିନାଙ୍କ: 28 JUL 2024 10:34PM by PIB Bhubaneswar

ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ପେମା ଖାଣ୍ଡୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ “ଏକ୍ସ”ରେ ପୋଷ୍ଟ କରି କହିଛନ୍ତି:

"ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ପେମା ଖାଣ୍ଡୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ସାକ୍ଷାତ କରିଛନ୍ତି"

****

NS/SLP


(ରିଲିଜ ଆଡି: 2173102) ପରିଦର୍ଶକ କାଉଣ୍ଟର : 21