ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମହାଷ୍ଟମୀରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 30 SEP 2025 8:35AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାଷ୍ଟମୀର ପବିତ୍ର ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି, ଏହି ପବିତ୍ର ଅବସର ପ୍ରତ୍ୟେକଙ୍କ ଜୀବନରେ ଖୁସି, ଶାନ୍ତି ଏବଂ ଉତ୍ତମ ସ୍ୱାସ୍ଥ୍ୟ ଆଣୁ । ଶ୍ରୀ ମୋଦୀ ମଧ୍ୟ ଦେବୀଙ୍କ ସ୍ତୁତି ସେୟାର କରିଛନ୍ତି ।

ଏକ୍ସର ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ସମସ୍ତ ଦେଶବାସୀଙ୍କୁ ନବରାତ୍ରୀର ମହାଷ୍ଟମୀରେ ବହୁତ ବହୁତ ଶୁଭକାମନା । ଏହି ପବିତ୍ର ଅବସର ପ୍ରତ୍ୟେକଙ୍କ ଜୀବନରେ ସୁଖ, ଶାନ୍ତି ଏବଂ ଉତ୍ତମ ସ୍ୱାସ୍ଥ୍ୟ ଆଣୁ ଏହା ହିଁ ମୋର କାମନା ।

https://m.youtube.com/watch?v=45O8KBhSZ0I ”

SR


(रिलीज़ आईडी: 2173427) आगंतुक पटल : 32
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Manipuri , Assamese , Bengali , Punjabi , Gujarati , Tamil , Telugu , Kannada , Malayalam