ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ହରିୟାଣା ମୁଖ୍ୟମନ୍ତ୍ରୀ

प्रविष्टि तिथि: 01 OCT 2025 9:29PM by PIB Bhubaneswar

ହରିୟାଣା ମୁଖ୍ୟମନ୍ତ୍ରୀ ଶ୍ରୀ ନାୟବ ସିଂ ସାଇନି ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହ୍ୟାଣ୍ଡଲ ପକ୍ଷରୁ ଏକ୍ସରେ ପୋଷ୍ଟ ହୋଇଛି;

“ହରିୟାଣା ମୁଖ୍ୟମନ୍ତ୍ରୀ ଶ୍ରୀ @NayabSainiBJP ପ୍ରଧାନମନ୍ତ୍ରୀ @narendramodi ଙ୍କୁ ଭେଟିଛନ୍ତି ।

@cmohry”

SR


(रिलीज़ आईडी: 2174310) आगंतुक पटल : 46
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam