ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ରାଜସ୍ଥାନ ଜୟପୁରସ୍ଥିତ ହସ୍ପିଟାଲ ଅଗ୍ନିକାଣ୍ଡ ପ୍ରାଣହାନୀ ଘଟଣାରେ ଶୋକ ପ୍ରକାଶ କଲେ ପ୍ର୍ରଧାନମନ୍ତ୍ରୀ

प्रविष्टि तिथि: 06 OCT 2025 9:58AM by PIB Bhubaneswar

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜସ୍ଥାନ ଜୟପୁର ସ୍ଥିତ ଏକ ହସ୍ପିଟାଲରେ ଅଗ୍ନିକାଣ୍ଡ ଯୋଗୁଁ ହୋଇଥିବା ପ୍ରାଣହାନୀ ଘଟଣାରେ ଶୋକ ପ୍ରକାଶ କରିଛନ୍ତି

ଏକ୍ସରେ ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ହ୍ୟାଣ୍ଡେଲ ପକ୍ଷରୁ ପୋଷ୍ଟ କରାଯାଇଛି;

ରାଜସ୍ଥାନ ଜୟପୁରଠାରେ ଏକ ହସ୍ପିଟାଲରେ ଅଗ୍ନିକାଣ୍ଡ ଯୋଗୁଁ ହୋଇଥିବା ପ୍ରାଣହାନୀ ଘଟଣା ଅତ୍ୟନ୍ତ ଦୁଃଖଦ ଯେଉଁମାନେ ସେମାନଙ୍କର ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ସମବେଦନା ଆହତମାନେ ଶୀଘ୍ର ଆରୋଗ୍ୟ ଲାଭ କରନ୍ତୁ

 

SR


(रिलीज़ आईडी: 2175546) आगंतुक पटल : 40
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Manipuri , Bengali , Bengali-TR , Assamese , Punjabi , Gujarati , Tamil , Telugu , Kannada , Malayalam