ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଦାର୍ଜିଲିଂ ପୋଲ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
Posted On:
05 OCT 2025 12:57PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦାର୍ଜିଲିଂ ପୋଲ ଦୁର୍ଘଟଣାରେ ଲୋକଙ୍କ ପ୍ରାଣହାନି ହୋଇଥିବାରୁ ଶୋକ ବ୍ୟକ୍ତ କରିଛନ୍ତି ।
ଶ୍ରୀ ମୋଦୀ ଏକ୍ସର ଏକ ପୋଷ୍ଟରେ ଲେଖିଛନ୍ତି;
“ଦାର୍ଜିିଲିଂ ପୋଲ ଦୁର୍ଘଟଣାରେ ଲୋକଙ୍କ ପ୍ରାଣହାନିରେ ଗଭୀର ଦୁଃଖିତ । ପ୍ରିୟଜନଙ୍କୁ ହରାଇଥିବା ଲୋକଙ୍କ ପ୍ରତି ମୋର ସମବେଦନା। ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।
ପ୍ରବଳ ବର୍ଷା ଏବଂ ଭୂସ୍ଖଳନ କାରଣରୁ ଦାର୍ଜିଲିଂ ଓ ଆଖପାଖ ଅଞ୍ଚଳର ସ୍ଥିତି ଉପରେ କଡ଼ା ନଜର ରଖାଯାଇଛି । ପ୍ରଭାବିତ ଲୋକମାନଙ୍କୁ ଯଥସମ୍ଭବ ସହାୟତା କରିବାକୁ ଆମେ ପ୍ରତିବଦ୍ଧ ।”
SR
(Release ID: 2175548)
Visitor Counter : 3
Read this release in:
English
,
Urdu
,
Marathi
,
Hindi
,
Nepali
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam