ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ସିକିମ ମୁଖ୍ୟମନ୍ତ୍ରୀ

प्रविष्टि तिथि: 06 OCT 2025 5:42PM by PIB Bhubaneswar

ସିକିମର ମୁଖ୍ୟମନ୍ତ୍ରୀ ଶ୍ରୀ ପ୍ରେମ ସିଂ ତାମଙ୍ଗ ନୂଆଦିଲ୍ଲୀରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହ୍ୟାଣ୍ଡେଲ ପକ୍ଷରୁ ଏକ୍ସରେ ପୋଷ୍ଟ ହୋଇଛି;

ସିକିମ ମୁଖ୍ୟମନ୍ତ୍ରୀ Shri @PSTamangGolay ଆଜି ପ୍ରଧାନମନ୍ତ୍ରୀଙ୍କୁ @narendramodi ଭେଟିଛନ୍ତି

SR


(रिलीज़ आईडी: 2175681) आगंतुक पटल : 27
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Nepali , Marathi , Bengali , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam