ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମଲ୍ଲିକାର୍ଜୁନ ଖଡଗେଙ୍କ ଶୀଘ୍ର ଆରୋଗ୍ୟ କାମନା କଲେ ପ୍ର୍ରଧାନମନ୍ତ୍ରୀ

Posted On: 02 OCT 2025 11:01AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀ ମଲ୍ଲିକାର୍ଜୁନ ଖଡଗେଙ୍କ ସହ କଥା ହୋଇ ତାଙ୍କ ସ୍ୱାସ୍ଥ୍ୟ ବିଷୟରେ ପଚାରି ବୁଝିଛନ୍ତି । ସେ ତାଙ୍କର ଶୀଘ୍ର ଏବଂ ସମ୍ପୂର୍ଣ୍ଣ ଆରୋଗ୍ୟ କାମନା କରିଛନ୍ତି ।

ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏକ ବାର୍ତ୍ତାରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଖଡଗେଙ୍କ ସହ କଥା ହେଲି । ତାଙ୍କ ସ୍ୱାସ୍ଥ୍ୟ ବିଷୟରେ ପଚାରି ବୁଝିଲି ଏବଂ ତାଙ୍କର ଶୀଘ୍ର ଆରୋଗ୍ୟ କାମନା କଲି ।

ତାଙ୍କର ନିରନ୍ତର ସୁସ୍ଥତା ଏବଂ ଦୀର୍ଘ ଜୀବନ ପାଇଁ ମୁଁ ପ୍ରାର୍ଥନା କରୁଛି ।

@kharge

 

SR

 


(Release ID: 2175741) Visitor Counter : 3