ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ତାମିଲନାଡୁ କରୁରରେ ରାଜନୈତିକ ରାଲିରେ ଘଟିଥିବା ଦୁର୍ଭାଗ୍ୟଜନକ ଘଟଣାରେ ପୀଡିତଙ୍କ ପାଇଁ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 28 SEP 2025 12:03PM by PIB Bhubaneswar

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡୁ କରୁରରେ ଏକ ରାଜନୈତିକ ରାଲିରେ ଘଟିଥିବା ଦୁର୍ଭାଗ୍ୟଜନକ ଘଟଣାରେ ପ୍ରତ୍ୟେକ ମୃତକଙ୍କ ନିକଟତମ ପରିବାରକୁ ପିଏମଏନଆରଏଫ୍‌ରୁ ୨ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି । ଆହତମାନଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରାଯିବ ।

ପିଏମ୍‌ଓ ଇଣ୍ଡିଆ ହ୍ୟାଣ୍ଡେଲ ପକ୍ଷରୁ ଏକ୍ସରେ ପୃଥକ ପୃଥକ ପୋଷ୍ଟରେ କୁହାଯାଇଛି;

“ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାମିଲନାଡୁର କରୁରରେ ଏକ ରାଜନୈତିକ ରାଲିରେ ଘଟିଥିବା ଦୁର୍ଭାଗ୍ୟଜନକ ଘଟଣାରେ ପ୍ରତ୍ୟେକ ମୃତକଙ୍କ ନିକଟତମ ପରିବାରକୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କ ସହାୟତା ରାଶି ଘୋଷଣା କରିଛନ୍ତି । ଆହତମାନଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରାଯିବ ।”

“தமிழ்நாட்டின் கரூரில் நடைபெற்ற அரசியல் பொதுக்கூட்டத்தில் ஏற்பட்ட துயரச் சம்பவத்தில் உயிரிழந்தோரின் குடும்பத்தினருக்கு பிரதமர் தேசிய நிவாரண நிதியிலிருந்து (PMNRF) ரூ.2 லட்சமும், காயமடைந்தோருக்கு ரூ.50,000மும் நிவாரணமாக வழங்கப்படும் என பிரதமர் @narendramodi அறிவித்துள்ளார்.”

 

SR

 


(ରିଲିଜ ଆଡି: 2175744) ପରିଦର୍ଶକ କାଉଣ୍ଟର : 35