ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ରାମବିଳାସ ପାଶ୍ୱାନଙ୍କ ପୂଣ୍ୟତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 08 OCT 2025 10:01AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିହାରର ଲୋକପ୍ରିୟ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀ ରାମବିଳାସ ପାଶ୍ୱାନଙ୍କ ପୂଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

ଏକ୍ସରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ସାମାଜିକ ନ୍ୟାୟର ପ୍ରତୀକ ତଥା ଜନସେବା ପ୍ରତି ସମର୍ପିତ ବିହାରର ଲୋକପ୍ରିୟ ନେତା ଏବଂ ପୂର୍ବ କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶ୍ୱାନଙ୍କୁ ତାଙ୍କ ପୂଣ୍ୟତିଥିରେ ମୋର ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ସେ ସର୍ବଦା ସମାଜର ଦଳିତ ତଥା ଅବହେଳିତ ସମ୍ପ୍ରଦାୟର କଲ୍ୟାଣ ପାଇଁ କାର୍ଯ୍ୟ କରିଛନ୍ତି ରାଜନୀତି ସହ ରାଷ୍ଟ୍ର ନିର୍ମାଣ ପାଇଁ ତାଙ୍କର ଯୋଗଦାନ ସର୍ବଦା ସ୍ମରଣୀୟ ହୋଇ ରହିବ

 

SR


(ରିଲିଜ ଆଡି: 2176246) ପରିଦର୍ଶକ କାଉଣ୍ଟର : 34