ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

କୋନାସୀମା ଜିଲ୍ଲାରେ ଅଘଟଣ, ଜୀବନହାନି ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ

ପୋଷ୍ଟ କରାଯିବା ଦିନାଙ୍କ: 08 OCT 2025 5:07PM by PIB Bhubaneswar

ଆନ୍ଧ୍ର ପ୍ରଦେଶ କୋନାସୀମା ଜିଲ୍ଲାରେ ଅଘଟଣରେ ଜୀବନହାନି ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକାଶ କରିଛନ୍ତି ଶ୍ରୀ ମୋଦୀ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ ହୋଇଛି;

ଆନ୍ଧ୍ର ପ୍ରଦେଶର କୋନାସୀମା ଜିଲ୍ଲାରେ ଅଘଟଣରେ ଜୀବନହାନି ପାଇଁ ଗଭୀର ଦୁଃଖିତ ଏପରି ଘଡ଼ିସନ୍ଧି ମୁହୂର୍ତ୍ତରେ ପ୍ରଭାବିତ ଲୋକ ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କ ପ୍ରତି ମୋର ଗଭୀର ସମବେଦନା ଆହତମାନଙ୍କ ଦ୍ରୁତ ଆଶୁ ଆରୋଗ୍ୟ କାମନା କରୁଛି: ପ୍ରଧାନମନ୍ତ୍ରୀ @narendramodi” 

SR


(ରିଲିଜ ଆଡି: 2177179) ପରିଦର୍ଶକ କାଉଣ୍ଟର : 31