ପୋଷ୍ଟ କରାଯିବା ଦିନାଙ୍କ:
13 OCT 2025 6:25PM by PIB Bhubaneswar
ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ଏନ୍. ଚନ୍ଦ୍ରବାବୁ ନାଇଡୁ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;
“ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ଏନ୍. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
@AndhraPradeshCM”
SR