ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପୁଡୁଚେରୀର ଉପରାଜ୍ୟପାଳ
ପୋଷ୍ଟ କରାଯିବା ଦିନାଙ୍କ:
16 OCT 2025 10:00AM by PIB Bhubaneshwar
ପୁଡୁଚେରୀର ଉପରାଜ୍ୟପାଳ ଶ୍ରୀ କେ. କୈଳାସନାଥନ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;
“ପୁଡୁଚେରୀର ଉପରାଜ୍ୟପାଳ ଶ୍ରୀ କେ. କୈଳାସନାଥନ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।”
@LGov_Puducherry
SR
(ରିଲିଜ ଆଡି: 2179881)
ପରିଦର୍ଶକ କାଉଣ୍ଟର : 23
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Assamese
,
Manipuri
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam