ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ତ୍ରିପୁରାର ରାଜ୍ୟପାଳ

प्रविष्टि तिथि: 10 OCT 2025 6:08PM by PIB Bhubaneshwar

ତ୍ରିପୁରାର ରାଜ୍ୟପାଳ ଶ୍ରୀ ଇନ୍ଦ୍ରସେନ ରେଡ୍ଡୀ ନଲ୍ଲୁ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;

“ତ୍ରିପୁରାର ରାଜ୍ୟପାଳ ଶ୍ରୀ ଇନ୍ଦ୍ରସେନ ରେଡ୍ଡୀ ନଲ୍ଲୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି

@TripuraGovernor”

 

SR


(रिलीज़ आईडी: 2180251) आगंतुक पटल : 12
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Manipuri , Bengali , Bengali-TR , Assamese , Punjabi , Gujarati , Tamil , Telugu , Kannada , Malayalam